2 ଶାମୁୟେଲ 19:13 - ପବିତ୍ର ବାଇବଲ13 ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭେମାନେ ଅମାସାକୁ କୁହ, ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯେବେ ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ଵର ଆମ୍ଭକୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaଓଡିଆ ବାଇବେଲ13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’” Viz kapitola |