2 ଶାମୁୟେଲ 19:30 - ପବିତ୍ର ବାଇବଲ30 ମଫୀବୋଶତ୍ ରାଜାଙ୍କୁ କହିଲେ, “ହେଉ, ମୋର ପ୍ରଭୁ ମହାରାଜା, ଆପଣ ନିରାପଦରେ ଗୃହକୁ ଫେରି ଆସିଛନ୍ତି, ତାହା ହିଁ ଯଥେଷ୍ଟ। ତେଣୁ ସୀବଃ ସବୁକିଛି ନେଇଯାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ। Viz kapitolaଓଡିଆ ବାଇବେଲ30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।” Viz kapitola |