2 ଶାମୁୟେଲ 19:38 - ପବିତ୍ର ବାଇବଲ38 ତା'ପରେ ରାଜା ଉତ୍ତର ଦେଲେ, “କିମ୍ହମ୍ ମୋ’ ସଙ୍ଗେ ପାର ହୋଇଯିବ। ମୁଁ ତାକୁ ତୁମ୍ଭ ପାଇଁ ଦୟା ଦେଖାଇବି। ମୁଁ ତୁମ୍ଭ ପାଇଁ ସବୁକିଛି କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ଏଥିରେ ରାଜା ଉତ୍ତର କଲେ, କିମ୍ହମ୍ ମୋʼ ସଙ୍ଗେ ପାର ହୋଇ ଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି। Viz kapitolaଓଡିଆ ବାଇବେଲ38 ଏଥିରେ ରାଜା ଉତ୍ତର କଲେ, “କିମ୍ହମ୍ ମୋ’ ସଙ୍ଗେ ପାର ହୋଇ ଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋ’ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିରେ ରାଜା ଉତ୍ତର କଲେ, “କିମ୍ହମ୍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।” Viz kapitola |