2 ଶାମୁୟେଲ 19:42 - ପବିତ୍ର ବାଇବଲ42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର ଦେଲେ, “ରାଜା ଆମ୍ଭମାନଙ୍କ ବଂଶର ଅନ୍ତର୍ଭୁକ୍ତ ଅଟନ୍ତି। ତେବେ ତୁମ୍ଭେମାନେ କାହିଁକି କ୍ରୋଧ କରୁଅଛ? ଆମ୍ଭେମାନେ ରାଜାଙ୍କର ଖର୍ଚ୍ଚରେ କିଛି ଖାଇ ନାହୁଁ କିମ୍ବା ରାଜା ଆମ୍ଭକୁ ଭେଟି ଦେଇ ନାହାନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି? Viz kapitolaଓଡିଆ ବାଇବେଲ42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?” Viz kapitola |