Online Bible

- Reklamy -




2 ଶାମୁୟେଲ 19:5 - ପବିତ୍ର ବାଇବଲ

5 ଯୋୟାବ ରାଜ ଗୃହରେ ପ୍ରବେଶ କରି ରାଜାଙ୍କୁ କହିଲେ, “ଆପଣ ଆଜି ଆପଣଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲଜ୍ଜିତ କରିଛନ୍ତି। ଆପଣ ସେଇ ପଦସ୍ଥ କର୍ମଗ୍ଭରୀମାନଙ୍କୁ ଅପମାନିତ କରିଛନ୍ତି, ଯେଉଁମାନେ ଆଜି ଆପଣଙ୍କର ପୁତ୍ର, କନ୍ୟା, ସ୍ତ୍ରୀ ଓ ଆପଣଙ୍କର ଉପପତ୍ନୀମାନଙ୍କର ଜୀବନ ରକ୍ଷା କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ କତିକି ଆସି କହିଲା, ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପନିୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କ ମୁଖ ଲଜ୍ଜିତ କରିଅଛନ୍ତି;

Viz kapitola kopírovat

ଓଡିଆ ବାଇବେଲ

5 ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;

Viz kapitola kopírovat




2 ଶାମୁୟେଲ 19:5

Následuj nás:

Reklamy


Reklamy