2 ଶାମୁୟେଲ 20:18 - ପବିତ୍ର ବାଇବଲ18 ତା'ପରେ ସ୍ତ୍ରୀଲୋକଟି କହିଲା, “ପୂର୍ବକାଳରେ ଲୋକମାନେ କହୁଥିଲେ, ‘ଲୋକେ ଆବେଲ୍ରେ ସାହାଯ୍ୟ ମାଗିବା ଉଚିତ୍ ଏବଂ ସେମାନେ ଯାହା ଦରକାର କଲେ ତାହା ପାଇପାରିବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ। Viz kapitolaଓଡିଆ ବାଇବେଲ18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ। Viz kapitola |