2 ଶାମୁୟେଲ 20:19 - ପବିତ୍ର ବାଇବଲ19 ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ, ତୁମ୍ଭେ ଇସ୍ରାଏଲର ଗୁରୁତ୍ୱପୂର୍ଣ୍ଣ ନଗରକୁ ଧ୍ୱଂସ କରିବାକୁ ଖୋଜୁଅଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ୱଂସ କରିବାକୁ ଇଚ୍ଛା କରୁଅଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)19 ମୁଁ ଇସ୍ରାଏଲର ଶା; ଓ ବିଶ୍ଵସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ? Viz kapitolaଓଡିଆ ବାଇବେଲ19 ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?” Viz kapitola |