2 ଶାମୁୟେଲ 21:1 - ପବିତ୍ର ବାଇବଲ1 ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ଵେଷଣ କରନ୍ତେ, ସଦାପ୍ରଭୁ କହିଲେ, ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା। Viz kapitolaଓଡିଆ ବାଇବେଲ1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।” Viz kapitola |