2 ଶାମୁୟେଲ 21:14 - ପବିତ୍ର ବାଇବଲ14 ଏହା ପରେ ସେମାନେ ଶାଉଲଙ୍କର ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହା ସବୁ କଲେ। ତହିଁପରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶପ୍ରତି ପ୍ରସନ୍ନ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ଵର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitolaଓଡିଆ ବାଇବେଲ14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। Viz kapitola |