2 ଶାମୁୟେଲ 21:16 - ପବିତ୍ର ବାଇବଲ16 ସେ ସମୟ ଇଶ୍ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ (ଶେକଲ) ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Viz kapitolaଓଡିଆ ବାଇବେଲ16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। Viz kapitola |