2 ଶାମୁୟେଲ 21:3 - ପବିତ୍ର ବାଇବଲ3 ଦାଉଦ ଗିବିୟୋନୀୟମାନଙ୍କୁ କହିଲେ, “ମୁଁ ଇସ୍ରାଏଲର ପାପ ଦୂର କରିବା ପାଇଁ କ’ଣ କରି ପାରିବି, ଯାହା ଫଳରେ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି? Viz kapitolaଓଡିଆ ବାଇବେଲ3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?” Viz kapitola |