2 ଶାମୁୟେଲ 21:8 - ପବିତ୍ର ବାଇବଲ8 କିନ୍ତୁ ସେ ସେମାନଙ୍କୁ ଶାଉଲର ଦୁଇ ପୁତ୍ର ଅମୌଣି ଓ ମଫୀବୋଶତ୍କୁ ଦେଲେ, ଯାହାର ମାତା ଅୟାର କନ୍ୟା ରିସ୍ପା ଥିଲେ। ସେ ମଧ୍ୟ ସେମାନଙ୍କୁ ମେରାବଙ୍କର ପାଞ୍ଚପୁତ୍ର ଦେଲେ। ମେରାବ ଦାଉଦଙ୍କର କନ୍ୟା ଯିଏ କି ମହୋଲ୍ଲାର ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲକୁ ବିବାହ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଅୟାର କନ୍ୟା ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ Viz kapitolaଓଡିଆ ବାଇବେଲ8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ Viz kapitola |