2 ଶାମୁୟେଲ 22:26 - ପବିତ୍ର ବାଇବଲ26 ହେ ସଦାପ୍ରଭୁ, ଯଦି କେହି ପ୍ରକୃତରେ ତୁମ୍ଭଙ୍କୁ ଭଲପାଏ, ତା'ପରେ ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ। ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତ ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ। Viz kapitolaଓଡିଆ ବାଇବେଲ26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ। Viz kapitola |