2 ଶାମୁୟେଲ 22:44 - ପବିତ୍ର ବାଇବଲ44 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର। ମୋତେ ସେହିସବୁ ରାଜ୍ୟର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitolaଓଡିଆ ବାଇବେଲ44 ତୁମ୍ଭେ ମଧ୍ୟ ମୋ’ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। Viz kapitola |