2 ଶାମୁୟେଲ 22:49 - ପବିତ୍ର ବାଇବଲ49 ପରମେଶ୍ୱର ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି। ଯେଉଁ ଲୋକମାନେ ମୋ’ ବିରୁଦ୍ଧରେ ଉଠିଛନ୍ତି, ସେମାନଙ୍କୁ ପରାସ୍ତ କରିବାରେ ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋତେ ସେହି ନିର୍ଦ୍ଦୟଲୋକମାନଙ୍କଠାରୁ ରକ୍ଷା କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। Viz kapitolaଓଡିଆ ବାଇବେଲ49 ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। Viz kapitola |