2 ଶାମୁୟେଲ 23:10 - ପବିତ୍ର ବାଇବଲ10 ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଳାନ୍ତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକୁ ଶକ୍ତ ଭାବରେ ଧରି ଯୁଦ୍ଧ କରିବା ଗ୍ଭଲୁ ରଖିଲେ। ପୁଣି ସେହି ଦିନ ସଦାପ୍ରଭୁ ଏକ ବିରାଟ ଜୟ କରାଇଲେ ଏବଂ ଲୋକମାନେ ତାଙ୍କୁ ଲୁଣ୍ଠନ କରିବାକୁ ଅନୁସରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଉଠି ଆପଣା ହସ୍ତ କ୍ଳା; ଓ ଆପଣା ହସ୍ତ ଖଡ଼୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ଲୋକମାନେ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ। Viz kapitolaଓଡିଆ ବାଇବେଲ10 ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ। Viz kapitola |