2 ଶାମୁୟେଲ 23:13 - ପବିତ୍ର ବାଇବଲ13 ତା'ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ। Viz kapitolaଓଡିଆ ବାଇବେଲ13 ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ। Viz kapitola |