Online Bible

- Reklamy -




2 ଶାମୁୟେଲ 23:20 - ପବିତ୍ର ବାଇବଲ

20 ତା'ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କ‌ବ୍‌ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Viz kapitola kopírovat




2 ଶାମୁୟେଲ 23:20

Následuj nás:

Reklamy


Reklamy