2 ଶାମୁୟେଲ 23:6 - ପବିତ୍ର ବାଇବଲ6 “କିନ୍ତୁ ସମସ୍ତ ମନ୍ଦ ଲୋକମାନେ କଣ୍ଟା ତୁଲ୍ୟ। ସାଧାରଣତଃ ଲୋକମାନେ ସେମାନଙ୍କର ହାତରେ କଣ୍ଟା ଧରନ୍ତି ନାହିଁ, ମାତ୍ର ସେମାନଙ୍କୁ ଦୂରକୁ ଫିଙ୍ଗିଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ଵରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି; Viz kapitolaଓଡିଆ ବାଇବେଲ6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି; Viz kapitola |