Online Bible

- Reklamy -




2 ଶାମୁୟେଲ 23:7 - ପବିତ୍ର ବାଇବଲ

7 ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ। ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ। ସେଗୁଡ଼ିକ ନିଆଁରେ ପୋଡ଼ାଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ତରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ନିଃଶେଷ ରୂପେ ଅଗ୍ନିରେ ଦଗ୍ଧ ହେବେ।

Viz kapitola kopírovat

ଓଡିଆ ବାଇବେଲ

7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”

Viz kapitola kopírovat




2 ଶାମୁୟେଲ 23:7

Následuj nás:

Reklamy


Reklamy