Online Bible

- Reklamy -




2 ଶାମୁୟେଲ 24:13 - ପବିତ୍ର ବାଇବଲ

13 ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ। 1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ। 2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ। 3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ। ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।

Viz kapitola kopírovat

ଓଡିଆ ବାଇବେଲ

13 ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ ? ଏହା ବୁଝ, ଆଉ ମୋ’ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”

Viz kapitola kopírovat




2 ଶାମୁୟେଲ 24:13

Následuj nás:

Reklamy


Reklamy