Online Bible

- Reklamy -




2 ଶାମୁୟେଲ 24:14 - ପବିତ୍ର ବାଇବଲ

14 ଦାଉଦ ଗା‌‌‌‌ଦ୍‌‌‌‌କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।

Viz kapitola kopírovat

ଓଡିଆ ବାଇବେଲ

14 ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”

Viz kapitola kopírovat




2 ଶାମୁୟେଲ 24:14

Následuj nás:

Reklamy


Reklamy