2 ଶାମୁୟେଲ 24:15 - ପବିତ୍ର ବାଇବଲ15 ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Viz kapitolaଓଡିଆ ବାଇବେଲ15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। Viz kapitola |