Online Bible

- Reklamy -




2 ଶାମୁୟେଲ 24:16 - ପବିତ୍ର ବାଇବଲ

16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।

Viz kapitola kopírovat

ଓଡିଆ ବାଇବେଲ

16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।

Viz kapitola kopírovat




2 ଶାମୁୟେଲ 24:16

Následuj nás:

Reklamy


Reklamy