2 ଶାମୁୟେଲ 24:5 - ପବିତ୍ର ବାଇବଲ5 ସେମାନେ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ସେମାନେ ଅରୋୟେରରେ ସେନା ଛାଉଣି ପକାଇଲେ। ସେମାନଙ୍କର ଛାଉଣି ସହରର ଦକ୍ଷିଣ ପାର୍ଶ୍ୱରେ ରହିଲା। ସହରଟି ଗାଦ୍ ଉପତ୍ୟକାର ମଧ୍ୟରେ ଅବସ୍ଥିତ ଥିଲା, ଯାହାକି ଯାସେର ପର୍ଯ୍ୟନ୍ତ ବିସ୍ତୃତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ; Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ; Viz kapitola |