2 ଶାମୁୟେଲ 3:25 - ପବିତ୍ର ବାଇବଲ25 ଆପଣ ଜାଣନ୍ତି ଅବ୍ନର ହେଉଛି ନରର ପୁତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକୁ ଛଳନା କରିବାକୁ ଆସିଥିଲା ଓ ଆପଣ କ’ଣ କରୁଥିଲେ ତାହା ଖୋଜିବାକୁ ସେ ଆସିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆପଣ ତ ନରର ପୁତ୍ର ଅବ୍ନରକୁ ଜାଣନ୍ତି, ସେ ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେସବୁ ଜାଣିବାକୁ ଆସିଥିଲା। Viz kapitolaଓଡିଆ ବାଇବେଲ25 ଆପଣ କ’ଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?” Viz kapitola |