2 ଶାମୁୟେଲ 3:26 - ପବିତ୍ର ବାଇବଲ26 ଯୋୟାବ ଦାଉଦଙ୍କ ନିକଟରୁ ଆସିଲେ ଏବଂ ସିରା ନିକଟରେ ଥିବା ଅବ୍ନରଙ୍କ ନିକଟକୁ ଦୂତ ପଠାଇଲେ। ଦୂତଗଣ ସିରାର କୂଅ ନିକଟରୁ ଅବ୍ନରକୁ ଫେରାଇ ଆଣିଲେ। କିନ୍ତୁ ଏ କଥା ଦାଉଦଙ୍କୁ ଅଜଣା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ଦୂତଗଣ ପଠାନ୍ତେ, ସେମାନେ ସିରାକୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ। Viz kapitolaଓଡିଆ ବାଇବେଲ26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ। Viz kapitola |