2 ଶାମୁୟେଲ 3:33 - ପବିତ୍ର ବାଇବଲ33 ରାଜା ଦାଉଦ ଅବ୍ନର ଚିତାରେ ଛିଡ଼ା ହୋଇ ଏହି ଦୁଃଖ ଗୀତ ବୋଲିଲେ, “ଅବ୍ନର ଏକ ଦୁଷ୍ଟ ଦୋଷୀପରି ମଲା କି? Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା? Viz kapitolaଓଡିଆ ବାଇବେଲ33 ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ,” ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା? Viz kapitola |