Online Bible

- Reklamy -




2 ଶାମୁୟେଲ 6:12 - ପବିତ୍ର ବାଇବଲ

12 ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ପରମେଶ୍ଵରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ଵରଙ୍କ ସିନ୍ଦୁକ ଦାଉଦ-ନଗରକୁ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।

Viz kapitola kopírovat




2 ଶାମୁୟେଲ 6:12

Následuj nás:

Reklamy


Reklamy