2 ଶାମୁୟେଲ 6:14 - ପବିତ୍ର ବାଇବଲ14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ। Viz kapitolaଓଡିଆ ବାଇବେଲ14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ। Viz kapitola |