2 ଶାମୁୟେଲ 6:17 - ପବିତ୍ର ବାଇବଲ17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ତାହା ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Viz kapitolaଓଡିଆ ବାଇବେଲ17 ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Viz kapitola |