2 ଶାମୁୟେଲ 7:12 - ପବିତ୍ର ବାଇବଲ12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା'ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Viz kapitolaଓଡିଆ ବାଇବେଲ12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Viz kapitola |