2 ଶାମୁୟେଲ 7:22 - ପବିତ୍ର ବାଇବଲ22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହେତୁ ହେ ସଦାପ୍ରଭୋ ପରମେଶ୍ଵର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ। Viz kapitolaଓଡିଆ ବାଇବେଲ22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। Viz kapitola |