2 ଶାମୁୟେଲ 7:23 - ପବିତ୍ର ବାଇବଲ23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ଵର ଆଗମନ କରିଥିଲେ। Viz kapitolaଓଡିଆ ବାଇବେଲ23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ। Viz kapitola |