Online Bible

- Reklamy -




2 ଶାମୁୟେଲ 8:4 - ପବିତ୍ର ବାଇବଲ

4 ଦାଉଦ ତା'ଠାରୁ 1,700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।

Viz kapitola kopírovat




2 ଶାମୁୟେଲ 8:4

Následuj nás:

Reklamy


Reklamy