2 ଶାମୁୟେଲ 8:7 - ପବିତ୍ର ବାଇବଲ7 ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। Viz kapitolaଓଡିଆ ବାଇବେଲ7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। Viz kapitola |