2 ଶାମୁୟେଲ 9:12 - ପବିତ୍ର ବାଇବଲ12 ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରତ୍ୟେକ ଲୋକ ମଫୀବୋଶତ୍ର ଦାସ ହୋଇ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀଖା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ।ପ୍ର.ବଂ. ୮:୩୪ Viz kapitolaଓଡିଆ ବାଇବେଲ12 ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ। Viz kapitola |