2 ଶାମୁୟେଲ 9:13 - ପବିତ୍ର ବାଇବଲ13 ମଫୀବୋଶତ୍ଙ୍କର ଦୁଇ ଗୋଡ଼ ଛୋଟା ଥିଲା। ସେ ସର୍ବଦା ଯିରୁଶାଲମରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖରେ ସର୍ବଦା ତାଙ୍କ ଟେବୁଲରେ ଖାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ତାହାର ଦୁଇ ପାଦ ଛୋଟା ଥିଲା। Viz kapitolaଓଡିଆ ବାଇବେଲ13 ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା। Viz kapitola |