2 ଶାମୁୟେଲ 9:2 - ପବିତ୍ର ବାଇବଲ2 ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି। Viz kapitolaଓଡିଆ ବାଇବେଲ2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।” Viz kapitola |