2 ଶାମୁୟେଲ 9:3 - ପବିତ୍ର ବାଇବଲ3 ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ରାଜା ପଚାରିଲେ, ମୁଁ ଯାହା ପ୍ରତି ପରମେଶ୍ଵରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି? ଏଥିରେ ସୀବଃ ରାଜାଙ୍କୁ କହିଲା, ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା। Viz kapitolaଓଡିଆ ବାଇବେଲ3 ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି ?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।” Viz kapitola |