2 ଶାମୁୟେଲ 9:6 - ପବିତ୍ର ବାଇବଲ6 ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍। ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି। Viz kapitolaଓଡିଆ ବାଇବେଲ6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।” Viz kapitola |