୨ ଥେସଲନୀକୀୟ 1:9 - ପବିତ୍ର ବାଇବଲ9 ସେହି ଲୋକମାନେ ଅନନ୍ତ ବିନାଶ ଦ୍ୱାରା ଦଣ୍ଡିତ ହେବେ। ସେମାନଙ୍କୁ ପ୍ରଭୁଙ୍କ ସହିତ ରହିବାକୁ ଦିଆ ଯିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସେମାନଙ୍କୁ ଦୂରରେ ରଖାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ଵାରା ଗୌରବାନ୍ଵିତ ହେବାକୁ ଓ ବିଶ୍ଵାସ କରିଥିବା ଲୋକ ସମସ୍ତଙ୍କ ଦ୍ଵାରା ଚମତ୍କାରର ଦୃଶ୍ୟ ସ୍ଵରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ଵାସ କରିଅଛ), Viz kapitolaଓଡିଆ ବାଇବେଲ9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ), Viz kapitolaପବିତ୍ର ବାଇବଲ (CL) NT (BSI)9 ସେହି ଲୋକମାନେ ପ୍ରଭୁଙ୍କ ସାନ୍ନିଧ୍ୟରୁ ଓ ପରାକ୍ରମର ଗୌରବରୁ ବିଚ୍ଛିନ୍ନ ହୋଇ ଚିରକାଳ ପାଇଁ ବିନଷ୍ଟ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ), Viz kapitola |