୨ ଥେସଲନୀକୀୟ 2:12 - ପବିତ୍ର ବାଇବଲ12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି। Viz kapitolaଓଡିଆ ବାଇବେଲ12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)12 ଯେଉଁମାନେ ସତ୍ୟରେ ବିଶ୍ୱାସ ସ୍ଥାପନ କରନ୍ତି ନାହିଁ, ମାତ୍ର ପାପାଚରଣରେ ଆନନ୍ଦ କରନ୍ତି, ସେମାନେ ସମସ୍ତେ ଏହିପରି ଦଣ୍ଡିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ। Viz kapitola |