Online Bible

- Reklamy -




୨ ଥେସଲନୀକୀୟ 3:6 - ପବିତ୍ର ବାଇବଲ

6 ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟ ପରାୟଣ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ କର।

Viz kapitola kopírovat

ଓଡିଆ ବାଇବେଲ

6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ହେ ଭାଇମାନେ, ଯେଉଁମାନେ ଅଳସ ଜୀବନ ଯାପନ କରନ୍ତି ଏବଂ ଆମଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ କରନ୍ତି ନାହିଁ; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମ୍ଭମାନଙ୍କୁ ଆଜ୍ଞା ଦେଉଛୁ, ସେହି ଭାଇମାନଙ୍କଠାରୁ ଦୂରେଇ ରୁହ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।

Viz kapitola kopírovat




୨ ଥେସଲନୀକୀୟ 3:6

Následuj nás:

Reklamy


Reklamy