୨ ତୀମଥି 1:1 - ପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ଵନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ଵରଙ୍କ ଇଚ୍ଛା ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, Viz kapitolaଓଡିଆ ବାଇବେଲ1 ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, Viz kapitolaପବିତ୍ର ବାଇବଲ (CL) NT (BSI)1 ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଆମ୍ଭେମାନେ ଯେଉଁ ଜୀବନ ଲାଭ କରିଛୁ, ତାହା ଘୋଷଣା କରିବାକୁ ଈଶ୍ୱରଙ୍କ ଅଭିମତ ଅନୁଯାୟୀ ମୁଁ ଜଣେ ଶିଷ୍ୟ ରୂପେ ପ୍ରେରିତ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, Viz kapitola |