୨ ତୀମଥି 1:12 - ପବିତ୍ର ବାଇବଲ12 ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି। Viz kapitolaଓଡିଆ ବାଇବେଲ12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି | Viz kapitolaପବିତ୍ର ବାଇବଲ (CL) NT (BSI)12 ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି। Viz kapitola |