Online Bible

- Reklamy -




୨ ତୀମଥି 2:17 - ପବିତ୍ର ବାଇବଲ

17 ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;

Viz kapitola kopírovat

ଓଡିଆ ବାଇବେଲ

17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଯେଉଁମାନେ ଏହିଭଳି ବାକ୍ୟାଳାପ କରନ୍ତି, ସେମାନଙ୍କ ଶିକ୍ଷା ଗଚ୍ଚିତ କ୍ଷତ ପରି କ୍ଷୟକାରୀ - ସେମାନଙ୍କ ମଧ୍ୟରେ ଅଛନ୍ତି ହୁମନାୟ ଓ ଫିଲିତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;

Viz kapitola kopírovat




୨ ତୀମଥି 2:17

Následuj nás:

Reklamy


Reklamy