Online Bible

- Reklamy -




୨ ତୀମଥି 3:15 - ପବିତ୍ର ବାଇବଲ

15 ପିଲାବେଳୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସେହି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରି ପାରିବ ଓ ସେହି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ୱାସ ମାଧ୍ୟମରେ ମୁକ୍ତି ଆଡ଼କୁ ଆଗେଇନେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ।

Viz kapitola kopírovat

ଓଡିଆ ବାଇବେଲ

15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ସ୍ଥାପନ କରି ପରିତ୍ରାଣ ଲାଭ କରିବା ଜ୍ଞାନ ଯେଉଁ ପବିତ୍ର ଧର୍ମଶାସ୍ତ୍ରରେ ସନ୍ନିବେଶିତ, ତୁମେ ବାଲ୍ୟକାଳରୁ ସେ ସବୁ ଶାସ୍ତ୍ର ପଢ଼ି ବୁଝିଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।

Viz kapitola kopírovat




୨ ତୀମଥି 3:15

Následuj nás:

Reklamy


Reklamy