୨ ତୀମଥି 3:6 - ପବିତ୍ର ବାଇବଲ6 ଏମାନଙ୍କ ଭିତରୁ କେତେଜଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସେହି ସ୍ତ୍ରୀଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ୱାରା ପରିଗ୍ଭଳିତ ହେଉଥିବା ଯୋଗୁଁ ଏହି ସ୍ତ୍ରୀଲୋକମାନେ ପାପରେ ପଡ଼ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; Viz kapitolaଓଡିଆ ବାଇବେଲ6 କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)6 ଏଭଳି ଲୋକମାନେ କେତେକଙ୍କ ଘରକୁ ଯାଇ ଦୁର୍ବଳମନା ସ୍ତ୍ରୀ ଲୋକମାନଙ୍କ ଉପରେ ପ୍ରଭାବ ବିସ୍ତାର କରନ୍ତି - ଯେଉଁ ସ୍ତ୍ରୀ ଲୋକମାନେ ନାନାବିଧ ଲାଳସାର ବଶବର୍ତ୍ତୀ ହୋଇ ନିଜ ପାପ ବୋଝରେ ଅବସନ୍ନ ହୋଇ ପଡ଼ିଥାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; Viz kapitola |