୨ ତୀମଥି 4:13 - ପବିତ୍ର ବାଇବଲ13 ମୁଁ ଯେତେବେଳେ ତ୍ରୋୟାରେ ଥିଲି, ମୁଁ କାର୍ପଙ୍କ ପାଖରେ ମୋର ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତେବେଳେ ଆସିବ, ତାହା ମୋ’ ପାଇଁ ନେଇ ଆସିବ। ମୋ’ ବହିଗୁଡ଼ିକୁ ମଧ୍ୟ ଆଣିବ। ଚର୍ମପତ୍ର ଉପରେ ଲିଖିତ ବହିଗୁଡ଼ିକ ବିଶେଷଭାବରେ ମୋର ଦରକାର। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ। Viz kapitolaଓଡିଆ ବାଇବେଲ13 ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକ ଗୁଡ଼ିକ, ବିଶେଷତଃ ଚର୍ମ ପୁସ୍ତକଗୁଡ଼ିକ ଆଣିବ । Viz kapitolaପବିତ୍ର ବାଇବଲ (CL) NT (BSI)13 ଟ୍ରୋୟସ୍ ସହରରେ କାର୍ପସ୍ଙ୍କ ପାଖରେ ମୁଁ ଯେଉଁ ଅଙ୍ଗରଖା ଛାଡ଼ି ଆସିଛି, ତୁମେ ଆସିବା ବେଳେ ତାକୁ ସାଙ୍ଗରେ ନେଇ ଆସିବ। ମୋର ପୁସ୍ତକ ଓ ନଥିପତ୍ରଗୁଡ଼ିକୁ ମଧ୍ୟ ନେଇ ଆସିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ। Viz kapitola |